Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ

By sreyatarangaNovember 3, 2025 ଆଜିର ଖବର
Ad 1

ଶ୍ରେୟ ତରଙ୍ଗ ( ବିୟୁରୋ ) ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ଲିମିଟେଡ୍ ପକ୍ଷରୁ ସ୍ଥାନୀୟ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ, ଇଟିପୁର ପରିସରରେ ଭିଜିଲାନ୍ସ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଦୁର୍ନୀତିମୁକ୍ତ ସମାଜ ଗଠନ ଦିଗରେ ଛାତ୍ରଛାତ୍ରୀ ତଥା ଜନସାଧାରଣଙ୍କୁ ସଚେତନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଥିଲା।


ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସର ମୁଖ୍ୟ ଆଞ୍ଚଳିକ ପ୍ରବନ୍ଧକ ଶ୍ରୀ ଦୀନବନ୍ଧୁ ବେହେରା ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ କମ୍ପାନୀର ଉପ-ପ୍ରବନ୍ଧକ ଶ୍ରୀ ରଘୁନାଥ ହୋତା, ଭିଜିଲାନ୍ସ ଅଧିକାରୀ ଶ୍ରୀ ଶଶାଙ୍କ କୁମାର, ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ଜ୍ୟୋତିରାଣୀ ସଡ଼ଙ୍ଗୀ ଏବଂ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ସନ୍ଧ୍ୟାରାଣୀ ବେହେରା ମଞ୍ଚାସୀନ ଥିଲେ।
ମୁଖ୍ୟ ଅତିଥି ଶ୍ରୀ ବେହେରା ଦୁର୍ନୀତିକୁ ଏକ ସାମାଜିକ ବ୍ୟାଧି ବୋଲି ଅଭିହିତ କରି ଏହାର ମୂଳୋତ୍ପାଟନ ପାଇଁ ସମସ୍ତେ ସଚେତନ ହେବାକୁ ଆହ୍ୱାନ ଜଣାଇଥିଲେ।

Ad 2


ଏହି କାର୍ଯ୍ୟକ୍ରମରେ “ଦୁର୍ନୀତିମୁକ୍ତ ଭାରତ” (Corruption Free India) ଉପରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ଚିତ୍ରାଙ୍କନ ଏବଂ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ଉତ୍ସାହର ସହିତ ଏଥିରେ ଅଂଶଗ୍ରହଣ କରିଥିଲେ।
କାର୍ଯ୍ୟକ୍ରମ ଶେଷରେ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଏବଂ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।
ବିଦ୍ୟାଳୟର ଶିକ୍ଷକ ଶ୍ରୀ ସବ୍ୟଜିତ୍ ବେହେରା ଏବଂ ଶ୍ରୀ ଦୀନେଶ କୁମାର ଲେଙ୍କା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ବିଦ୍ୟାଳୟର କର୍ମଚାରୀ ଶ୍ରୀ ସୁକାନ୍ତ କୁମାର ମଲ୍ଲିକ କାର୍ଯ୍ୟକ୍ରମର ସଫଳତା ପାଇଁ ସହଯୋଗ କରିଥିଲେ।

Related Posts

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025

କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ

November 7, 2025

କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

November 4, 2025

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.