ଓଡ଼ିଆ ଅଭିନେତା ସ୍ବର୍ଗତ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର ପହଞ୍ଚିବ ପରେ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ଶେଷ ଦର୍ଶନ କରିବା, ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି Facebook Twitter WhatsApp