Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

କନ୍ଧମାଳ, ବାଇକ ଦୁର୍ଘଟଣା, ଦୁଇ ଶିକ୍ଷକ ମୃତ ।

By sreyatarangaJanuary 19, 2025 ଆଜିର ଖବର
Ad 1


କନ୍ଧମାଳ ( ଶ୍ରେୟ ତରଙ୍ଗ): ଗୋଛାପଡା ଥାନା ଡେରାକୁମ୍ପା ରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟ ବାଇକ ଚାଳକ ଙ୍କ ମୃତ୍ୟୁ ଘଟିଛି । ବାଇକ୍ ରେ ବସିଥିବା ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଖବର ମିଳିଛି । ମୃତକ ଦୁଇ ଜଣ ହେଲେ, ନୂଆପଦର ହାଇସ୍କୁଲ ର ପ୍ରଧାନଶିକ୍ଷକ ରବିଚନ୍ଦ୍ର ଦାଶ ଓ ଅନ୍ୟ ଜଣେ ସଲାଗୁଡା ଅଞ୍ଚଳର ବିଶ୍ଵମ୍ବର କଂହର ବୋଲି ଜଣାପଡିଛି ।

Ad 2

ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ଫୁଲବାଣୀ ରୁ ଲୁଇସିଂ ରେ ଏକ ସରକାରୀ ମିଟିଂ ରେ ଯୋଗଦେବା ପାଇଁ ଯାଉଥିବାବେଳେ ବିଶ୍ଵମ୍ବର ଦ୍ରୁତ ଗତିରେ ବାଇକ ରେ ଆସି ଭାରସାମ୍ୟ ହରାଇ ପ୍ରଧାନ ଶିକ୍ଷକ ଙ୍କ ବାଇକ କୁ ବାଡେଇ ଦେବା ଫଳରେ, ଦାଶଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ତେବେ ଅନ୍ୟ ଦୁଇଜଣଙ୍କୁ ମେଡିକାଲ ଅଣା ଯାଇଥିଲା ମେଡିକଲରେ ବିଶ୍ଵମ୍ବରଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି । ଦୁର୍ଘଟଣା ଖବର ପାଇ ପୋଲିସ ଓ ଆମ୍ବୁଲାନ୍ସ ପହଂଚି ଉଦ୍ଧାର କରିଥିଲା । ପୋଲିସ ଘଟଣା ର ଅଧିକ ତଦନ୍ତ କରୁଛି । ମୃତ ପ୍ରଧାନ ଶିକ୍ଷକ ଙ୍କ ପତ୍ନୀ ଗୁମାଗଡ଼ ସ୍କୁଲ ରେ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି । ଦୁଇ ଶିକ୍ଷକ ଙ୍କ ଅକାଳ ମୃତ୍ୟୁ ରେ ଶିକ୍ଷକ ଶିକ୍ଷୟତ୍ରୀ ମହଲ ରେ ଶୋକ ର ଛାୟା ଖେଳିଯାଇଛି ।

Related Posts

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025

କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ

November 7, 2025

କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

November 4, 2025

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.