Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

କୀଟ କିସ୍ ତରଫରୁ ମିନିମାରାଥନ

By sreyatarangaJanuary 25, 2025 ଆଜିର ଖବର
Ad 1

କନ୍ଧମାଳ ବ୍ୟୁରୋ (ଶ୍ରେୟ ତରଙ୍ଗ): କୀଟ କିସ୍ ତରଫରୁ ଫୁଲବାଣୀ କରୋନେଶନ ପଡ଼ିରେ ଶିକ୍ଷା ସମସ୍ତଙ୍କ ପାଇଁ ଲକ୍ଷ୍ୟରେ ମିନିମାରଥାନ ଅନୁଷ୍ଠିତ ହୋଇଯାଇଛି । କନ୍ଧମାଳ ଏସପି ହରିଶ୍ ବିଶି ଓ ବିଶିଷ୍ଟ କ୍ରୀଡାବିତ୍ ଜିଲ୍ଲା ଶିକ୍ଷା କ୍ରୀଡା ସମ୍ପାଦକ ଶିବ ତ୍ରିପାଠୀ ସବୁଜ ପତାକା ଦେଖାଇ ମାରାଥନ ର ଶୁଭାରମ୍ଭ କରିଥିଲେ ।

Ad 2

ମାରାଥନରେ ସଶତାଧିକ ଛାତ୍ର ଛାତ୍ରୀ , ବୁଦ୍ଧିଜୀବୀ ସାମିଲ ହୋଇ କରୋନେସନ୍ ପଡ଼ିଆ ରୁ ମାଦିଗୁନ୍ଦା ଛକ ପର୍ଯ୍ୟନ୍ତ ଦୌଡ଼ିଥିଲେ । ଉଦଯାପନୀ ସଭାରେ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଅଶୋକ ଭୋଇ, ଆଞ୍ଚଳିକ ପରିବହନ ଟ୍ରାଫିକ ଇନ୍ସପେକ୍ଟର ଶିବାନୀ ମାଝୀ ପ୍ରମୁଖ ଯୋଗଦେଇ ମାରାଥନ ର ଲକ୍ଷ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ମାରାଥନ ର ସଫଳତା ପାଇଁ କୀଟ କିସ୍ ର ପ୍ରତିଷ୍ଠାତା ଅଚ୍ୟୁତାନନ୍ଦ ସାମନ୍ତ ଙ୍କୁ ଧନ୍ୟବାଦ୍ ଦେଇଥିଲେ ।

Related Posts

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025

କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ

November 7, 2025

କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

November 4, 2025

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.