Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ଗଣିଆ ଲଙ୍କାପୋଡ଼ି ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ, ବିଜୟ ସାହୁ ହେଲେ ଯାତ୍ରା କମିଟି ର ନୂତନ ସଭାପତି ।

By sreyatarangaJanuary 14, 2025 ଆଜିର ଖବର
Ad 1


ଗଣିଆ,(ଶ୍ରେୟ ତରଙ୍ଗ): ଗଣିଆ ଲଙ୍କାପୋଡ଼ି ଯାତ୍ରା ମହୋତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଲଙ୍କାପୋଡ଼ି ଯାତ୍ରା କମିଟିର ସମସ୍ତ ସଭ୍ୟ ମନ୍ଦିର ପରିଚାଳନା କମିଟିର ସମସ୍ତ ସଭ୍ୟ, ଶ୍ରୀରାମ ଦୟା ପରିଷଦର ସମସ୍ତ ସଭ୍ୟଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ସମସ୍ତ କମିଟିର କାର୍ଯ୍ୟକାଳ ସରିଥିବାରୁ ନୂତନ କମିଟି ଗଠନ ପାଇଁ ସର୍ବ ସମ୍ମତି କ୍ରମେ ନିଷ୍ପତି ନିଆଯାଇଥିଲା ।

Ad 2

ଶ୍ରୀରାମ ଲୀଳା କମିଟିର ସଭାପତି ଭାବେ ରାଜ କିଶୋର ସାହୁଙ୍କୁ ଚୟନ କରାଯାଇଥିବାବେଳେ ଉପ ସଭାପତି ସନ୍ତୋଷ କୁମାର ମିଶ୍ର, ସଂମ୍ପାଦକ ଉଦ୍ୟନାଥ ସାହୁ, ସହ ସମ୍ପାଦକ ପ୍ରଭାତ କୁମାର ଦାଶଙ୍କୁ ମନୋନୀତ କରାଯାଇଛି । ଲଙ୍କାପୋଡ଼ି ଯାତ୍ରା କମିଟିର ସଭାପତି ବିଜୟ କୁମାର ସାହୁ, ଉପ ସଭାପତି ଅଶୋକ କୁମାର ବେହେରା, ସମ୍ପାଦକ ଅଜୟ କୁମାର ଲେଙ୍କା, ସହ ସମ୍ପାଦକ ବିଶ୍ୱରଂଜନ ସେଠୀ, କୋଷାଧ୍ୟକ୍ଷ ସୁନିଲ କୁମାର ସାହୁ ଓ କିଶୋର କୁମାର ପଣ୍ଡାଙ୍କୁ ମନୋନୀତ କରାଯାଇଛି । ସେହିପରି ମନ୍ଦିର ପରିଚାଳନା କମିଟିର ସଭାପତି ଦ୍ୱିତିକୃଷ୍ଣ ସାହୁ, ଉପ ସଭାପତି ବସନ୍ତ କୁମାର ସାହୁ, ସମ୍ପାଦକ ଆନନ୍ଦ ଚନ୍ଦ୍ର ବେହେରା, ସହ ସମ୍ପାଦକ ସାନୁଜ ରାମ ମିଶ୍ର ଓ କୋଷାଧ୍ୟକ୍ଷ ଉଦ୍ୟନାଥ ସାହୁଙ୍କୁ ମନୋନୀତ କରାଯାଇଛି । କମିଟିର ସମସ୍ତ କାଯ୍ୟକୁ ପୁଙ୍ଖାନୁପୁଙ୍ଖ ଭାବେ ତଦାରଖ କରିବାକୁ ଦ୍ୱିତିକୃଷ୍‌ଣ ସାହୁ ଓ ଖଗେଶ୍ୱର ବେହେରାଙ୍କୁ ଦାୟିତ୍ୱ ଦିଆଯାଇଛି । ୧୯୭୩ ମସିହାରୁ ଆରମ୍ଭ ହୋଇଥିବା ଗଣିଆ ଲଙ୍କାପୋଡ଼ି ଯା୍‌ତ୍ରା ଚଳିତ ବର୍ଷ ୫୩ ବର୍ଷରେ ପଦାର୍ପଣ କରିଥବାରୁ ଗଣିଆ ଗ୍ରାମବାସୀଙ୍କ ତରଫରୁ ବଡ଼ ଧୁମଧାମରେ ପାଳନ କରିବା ପାଇଁ ସର୍ବ ସମ୍ମତି କ୍ରମେ ସଭାରେ ନିଷ୍ପତି ନିଆଯାଇଛି । ତେବେ ଆସନ୍ତା ଏପ୍ରିଲ ୬ ତାରିଖରେ ଶ୍ରୀରାମ ନବମୀ ପଡ଼ୁଥିବାରୁ ସେହିଦିନଠାରୁ ୨୩ଦିନ ଧରି ରାମ ନାଟକ ପରିବେଷଣ କରାଯାଇ ରାବଣବଧ ଓ ଲଙ୍କାପୋଡ଼ି ଯାତ୍ରା ଅନୁଷ୍ଠିତ ହେବ । ଏପ୍ରିଲ ମାସ ୨୯ ତାରିଖରେ ଓଡ଼ିଶା ପ୍ରସିଦ୍ଧ ରାବଣ ପୋଡ଼ି ଉତ୍ସବ ବା ମୁଖ୍ୟ ଲଙ୍କାପୋଡ଼ି ଉତ୍ସବ ଅନୁଷ୍ଠିତ ହେବ । ପ୍ରଥମଥର ପାଇଁ ଗଣିଆରେ ଗଣିଆ ମହୋତ୍ସବ ହେବାପାଇଁ ଲଙ୍କାପୋଡ଼ି ଯାତ୍ରା କମିଟିର ନୂତନ ସଭାପତି ବିଜୟ କୁମାର ସାହୁ ପ୍ରସ୍ତାବ ଦେଇଥିଲେ । ସର୍ବସମ୍ମତି କ୍ରମେ ଗଣିଆରେ ଆଂଚଳିକ ସ୍ତରୀୟ ମହୋତ୍ସବ ହେବାପାଇଁ ନିଷ୍ପତି ନିଆଯାଇଥିଲା । ଶେଷରେ ନୂତନ ସଭାପତି ଲଙ୍କାପୋଡ଼ି ଯାତ୍ରାକୁ ଧୁମଧାମରେ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

Related Posts

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025

କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ

November 7, 2025

କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

November 4, 2025

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.