Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ଦଶପଲ୍ଲା ରୁ ପ୍ରଥମ ପର୍ଯ୍ୟାୟ ରଥ କାଠ ଗଲା ପୁରୀ ରଥ ଖଳା କୁ ।

By sreyatarangaJanuary 28, 2025 ଆଜିର ଖବର
Ad 1

ନୟାଗଡ଼ (ଶ୍ରେୟ ତରଙ୍ଗ) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନାଞ୍ଚଳରୁ ପ୍ରଥମ ପର୍ଯ୍ୟାୟ ରଥକାଠ ଆଜି ପୁରୀକୁ ପଠାଯାଇଛି । ପରମ୍ପରା ଅନୁଯାୟୀ ରଥକାଠ ବୋଝେଇ ଟ୍ରକ ଗୁଡ଼ିକୁ ପ୍ରଥମେ ଦଶପଲ୍ଲାର ମହାବୀର ମନ୍ଦିର ଏବଂ ପରବର୍ତ୍ତୀ ସମୟରେ ନୟାଗଡ଼ ଜଗନ୍ନାଥ ମନ୍ଦିରଠାରେ ପୂଜାର୍ଚ୍ଚନା କାର୍ଯ୍ୟ ସମ୍ପନ୍ନ କରାଯିବା ପରେ ପୁରୀ ଶ୍ରୀମନ୍ଦିର ରଥଖଳାକୁ ପଠାଯାଇଛି ।

Ad 2

ଆଜି ପ୍ରଥମ ପ୍ରର୍ଯ୍ୟାୟରେ ୩ଟି ଟ୍ରକ ଯୋଗେ ୧୦୧ ଖଣ୍ଡ ଅଶନ,ଧଉରା କାଠ ପଠାଯାଇଛି । ସେଥିମଧ୍ୟରୁ ୪୮ଖଣ୍ଡ ଅସନ ଏବଂ ୫୩ଖଣ୍ଡ ଧଉରା ପ୍ରଥମ ପର୍ଯ୍ୟାୟରେ ପୁରୀ ରଥଖଳାକୁ ପଠାଯାଇଛି I ସୂଚନା ଯୋଗ୍ୟ ଯେ,ଚଳିତ ବର୍ଷ ହେବାକୁ ଥିବା ରଥଯାତ୍ରା ନିମନ୍ତେ ସମୁଦାୟ ୮୬୫ଖଣ୍ଡ ଅସନ,ଧଉରା,ସିମିଳି ଏବଂ ଫାଶିକାଠ ଆବଶ୍ୟକତା ଥିଲା ବେଳେ ଗତବର୍ଷ ୫୧ଖଣ୍ଡ କାଠ ବଳକା ରହିଛି I ଅବଶିଷ୍ଟ ୮୧୪ଖଣ୍ଡ କାଠ ନୟାଗଡ଼ ଜଙ୍ଗଲ ଡ଼ିଭିଜନ ପକ୍ଷରୁ ବ୍ୟବସ୍ଥା କରାଯାଇଛି I ସେଥିମଧ୍ୟରୁ ୩୯୬ଖଣ୍ଡ କାଠ କଟକ ଖପୁରିଆରେ ଥିବା କରତ କଳକୁ ପଠାଯିବ I ବାକି ୪୧୮ଖଣ୍ଡ କାଠ ପୁରୀର ଶ୍ରୀରଥଖଳାକୁ ପଠାଯିବ I ଶ୍ରୀପଞ୍ଚମୀ ପୂର୍ବରୁ ସମସ୍ତ କାଠ ଶ୍ରୀରଥଖଳାରେ ପହଞ୍ଚିବା ସହିତ ଅକ୍ଷୟତୃତୀୟାରେ ରଥକାଠ ଅନୁକୂଳ ହେବ I

Related Posts

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025

କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ

November 7, 2025

କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

November 4, 2025

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.