କଣ୍ଟିଲୋ, (ଶ୍ରେୟ ତରଙ୍ଗ): ଶ୍ରୀ ଜଗନ୍ନାଥ ସଂସ୍କୃତି ପରମ୍ପରା ର ଆଦି ପୀଠ,ମହାପ୍ରଭୁ ଶ୍ରୀ ନୀଳମାଧବ ପ୍ରତ୍ୟେକ ଦିନ ଭିନଭିନ୍ନ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଇଥାନ୍ତି । ଆଜି ଅମାବାସ୍ୟା ତିଥିରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଶ୍ରେୟ ତରଙ୍ଗ ପରିବାର ତରଫରୁ ଆମର ପ୍ରୟାସ, ସବୁଦିନ ମହାପ୍ରଭୁ ଶ୍ରୀ ନୀଳ ମାଧବ ଙ୍କ ବେଶ୍ ଆପଣ ମାନଙ୍କ ପାଖରେ ପହଞ୍ଚାଇବୁ ।
Trending
- ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
- ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
- ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
- ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
- କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
- କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
- ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
- ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.

