Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ନୟାଗଡ଼,ରେ ସୋନିଆ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି

By sreyatarangaFebruary 4, 2025 ଆଜିର ଖବର
Ad 1

ନୟାଗଡ଼, (ଶ୍ରେୟ ତରଙ୍ଗ) : ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଅପମାନଜନକ ଶବ୍ଦ ପ୍ରୟୋଗ କରିଥିବାରୁ, ପ୍ରତିବାଦରେ ନୟାଗଡ଼ ଭାରତୀୟ ଜନତା ପାର୍ଟି ପକ୍ଷରୁ ନୂଆ ରାଜବାଟୀ ଠାରୁ ବରିଷ୍ଠ ଭାଜପା ନେତ୍ରୀ ତଥା ପୂର୍ବତନ ସାଂସଦ ରାଣୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଙ୍କ ନେତୃତ୍ୱରେ ପ୍ରତିବାଦ ଶୋଭାଯାତ୍ରା ବାହାରି ସ୍ଥାନୀୟ ଜଗନ୍ନାଥ ମନ୍ଦିର ଛକରେ ସୋନିଆଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ ।

ଆୟୋଜିତ ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ନୟାଗଡ ଜିଲ୍ଲା ପ୍ରଭାରୀ ନିରଞ୍ଜନ ମିଶ୍ର, ନାସିର ଅହମ୍ମଦ, ପ୍ରହଲ୍ଲାଦ ବରାଡ଼, ସୌମ୍ୟ ରଞ୍ଜନ ପ୍ରଧାନ, ରଞ୍ଜନରଶ୍ମି ଜେନା, ନଳିନୀ ଅପା, ଉର୍ମିଳା ଗନ୍ତାୟତ, ସୁଜାତା ତ୍ରିପାଠୀ ପ୍ରମୁଖ ଶତାଧିକ ଦଳୀୟ କର୍ମୀ ଉପସ୍ଥିତ ରହି କଂଗ୍ରେସ ବିରୋଧୀ ବିଭିନ୍ନ ନାରାବାଜି ଦେଇଥିଲେ ।

Ad 2

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପର ବେଡ଼ା ଅଞ୍ଚଳ ରୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ସମ୍ମାନ ଜନକ ବଙ୍ଗଳା ରାଷ୍ଟ୍ରପତି ଭବନ ରାଇସିନା ହଲ କୁ ଯିବାର ସୌଭାଗ୍ୟ ଅର୍ଜନ କରିଥିବା ତଥା ପ୍ରଥମ ଓଡ଼ିଆ ଆଦିବାସୀ ମହିଳା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି ଦ୍ରୌପଦୀ ମୁର୍ମୁ । କିନ୍ତୁ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଜଣେ ମହିଳା ହୋଇ,ଆଉ ଜଣେ ମହିଳାଙ୍କ ପ୍ରତି ଯେଉଁଭଳି ଅଶାଳୀନ ଶବ୍ଦ ବ୍ୟବହାର କରିଛନ୍ତି, ତାକୁ ସର୍ବ ଭାରତୀୟ ସ୍ତରରେ ବହୁ କେନ୍ଦ୍ର ମନ୍ତ୍ରୀ, ବରିଷ୍ଠ ବିଜେପି ନେତା ମାନେ ତୀବ୍ର ବିରୋଧ କରିବା ସହ, ସବୁଠି ପ୍ରତିବାଦ ର ସ୍ଵର ଦେଖିବାକୁ ମିଳୁଛି ।

Related Posts

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025

କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ

November 7, 2025

କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

November 4, 2025

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.