Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ନୟାଗଡ଼, ମାଛିପଡ଼ା ରେ ଲଡ଼ୁକେଶ ମହାଦେବଙ୍କ କଳସ ଯାତ୍ରା

By sreyatarangaFebruary 24, 2025 ଆଧ୍ୟାତ୍ମିକ
Ad 1

ନୟାଗଡ (ଶ୍ରେୟ ତରଙ୍ଗ): ମାଛିପୋଡା ପଂଚାୟତ ରଘୁନାଥପୁରରେ ପାଳିତ ହୋଇଯାଇଛି ଲଢୁକେଶ ମହାଦେବଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ l ପ୍ରଥମ ଦିନ ଅଙ୍କୁରାରୋପଣ କାର୍ଯ୍ୟକ୍ରମରେ ଗ୍ରାମର ଶତାଧିକ ପୁରୁଷ ଓ ମହିଳା ମାନେ ଗ୍ରାମ ନଈରୁ କଳସ ଯାତ୍ରା କରି ଗ୍ରାମ ପରିକ୍ରମା କରିବାପରେ ମନ୍ଦିରରେ ଆସି ପହଞ୍ଚିଥିଲେ l

Ad 2

ପରେ ଯଜ୍ଞକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ପ୍ରଥମେ ଅଙ୍କୁରାରୋପଣ, ସୂର୍ଯ୍ୟପୂଜା, ସମସ୍ତ ଦେବା ଦେବୀଙ୍କୁ ବେଦଧୂନିରେ ଆମନ୍ତ୍ରଣ କରାଯାଇଥିଲା l ପରେ କଳସ ଯାତ୍ରାରେ ସାମିଲ ଥିବା ସମସ୍ତ ବ୍ରତଧାରୀ ମାନେ ପଣା ସେବନ କରିବା ସାଙ୍ଗକୁ ପ୍ରସାଦ ସେବନ କରିଥିଲେ l ସନ୍ଧ୍ୟାରେ ସଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ କବି ସମ୍ମିଳନୀ ହୋଇଥିଲା l 4ଦିନ ଧରି ବିଭିନ୍ନ କାର୍ଯ୍ୟକ୍ରମ ରହିଥିବା ବେଳେ ମହାଶିବରାତ୍ରି ଦିନ ଲଡ଼ୁକେଶ ମହାଦେବଙ୍କର ପ୍ରାଣ ପ୍ରତିଷ୍ଠା କରାଯିବ

Related Posts

ଶ୍ରୀ ଗଣେଶ ଚତୁର୍ଥୀରେ ଦଶପଲ୍ଲା ଚଳଚଞ୍ଚଳ, ସାଜସଜ୍ଜା କୁ ନେଇ ପ୍ରତିଯୋଗିତା,ଭାଇଚାରା କୁ ଦେଇଛନ୍ତି ଗୁରୁତ୍ଵ ।

August 28, 2025

ପୂଜ୍ୟ ଅବିନ ଦାଦା ଙ୍କ ୨୫ତମ ଜନ୍ମ ଉତ୍ସବ ପାଳନ ।

January 6, 2025

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.