Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ପଞ୍ଜାବ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଫା କଲେ ଫାଇଖାନା ଓ ମାଜିଲେ ଅଇଣ୍ଠା ବାସନ

By sreyatarangaDecember 3, 2024 ଦେଶ ବିଦେଶ
Ad 1

ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀଙ୍କ ଗଜବ ଦଣ୍ଡ । ସିଖ୍ ସମାଜର ‘ସୁପ୍ରିମ ଅଦାଲତ’ ଅକାଳ ତଖତ୍ ସାହେବଙ୍କ ଆଦେଶ । ଧାର୍ମିକ ଅପବିତ୍ରୀକରଣ ମାମଲାରେ ବଢିଛି ଅଡୁଆ । ସିଖ ଗୁରୁଦ୍ୱାରରେ ସେବା କରିବେ, ପ୍ରହରା ଦେବେ । ବାସନ ମାଜିବେ, କିର୍ତ୍ତନ ଶୁଣିବେ । ଆଉ ସେହି ଦଣ୍ଡବିଧାନ ଆଧାରରେ ଆରମ୍ଭ ହୋଇଛି ଡେଡଲାଇନ୍ । ଡିସେମ୍ୱର ୩ରୁ ଗୁରୁଦ୍ୱାର ଯାଇ କରିଛନ୍ତି ସେବା ।

Ad 2

ସୂଚନାମୁତାବକ ପଞ୍ଜାବରେ ଶିରୋମଣି ଅକାଳୀ ଦଳ ସରକାରରେ ଥିବା ସମୟରେ ଡେରା ମୁଖ୍ୟ ଗୁରମିତ ରାମ ରହିମଙ୍କୁ କ୍ଷମା ଦେବାରେ ତତ୍କାଳୀନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲ ଏକ ବଡ଼ ଭୂମିକା ଗ୍ରହଣ କରିଥିଲେ । ଦୁଇମାସ ପୂର୍ବେ ସୁଖବୀର ସିଂହ ବାଦଲଙ୍କୁ ଅକାଲ ତଖ୍ତଙ୍କ ଦ୍ୱାରା ‘ତନଖୈୟା’ (ଧାର୍ମିକ ଅପବିତ୍ରୀକରଣରେ ଦୋଷୀ) ଘୋଷିତ କରାଯାଇଥିଲା ।କେବଳ ସୁଖବୀର ବାଦଲ ନୁହଁନ୍ତି ୨୦୧୫ ଅକାଳୀ ସରକାରର ଅନ୍ୟ କ୍ୟାବିନେଟ ସଦସ୍ୟଙ୍କୁ ବି ମିଳିଛି ସମାନ ଦଣ୍ଡ । ପଞ୍ଜାବ ସ୍ଵର୍ଣ୍ଣ ମନ୍ଦିର ସମେତ ଅନ୍ୟ କେତେକ ଗୁରୁଦ୍ଵାରରେ ଶୌଚାଳୟ ସଫା କରିବା ସହ ବାସନ ମଜା ଓ ଅନ୍ୟ କେତେକ ଧାର୍ମିକ ଦଣ୍ଡ ମିଳିଛି ।

Related Posts

ଭିଆରରେସ ନେଲେ ସୁଜାତା କାର୍ତ୍ତିକେୟନ

March 29, 2025

ନୀଳ ମାଧବ ଙ୍କୁ ଦର୍ଶନ କରିଲେ ମହାମହିମ ରାଷ୍ଟ୍ରପତି ।

March 24, 2025

୫ ବର୍ଷରେ ପ୍ରଥମ, ଏଟିଏମ୍‌କୁ ଖାଇଲା ୟୁପିଆଇ

December 5, 2024

ଏହି ରାଜ୍ୟରେ ନିଷେଧ ହେଲା ଗୋମାଂସ

December 5, 2024

ବର୍ଷ ଆରମ୍ଭରୁ ଗ୍ରାହକଙ୍କୁ ଲାଗିବ ଝଟ୍‌କା, କୋଲ୍ଡ ଡ୍ରିଙ୍କସ୍, ସିଗାରେଟ୍-ତମାଖୁ ଉପରେ..

December 5, 2024

ଦେବେନ୍ଦ୍ର ଫଡନଭିସ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ

December 4, 2024

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.