Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ବାଲେଶ୍ଵର , ବାପାଙ୍କ ଶବ ଧରି ଆସୁଥିବା ବେଳେ, ଦୁର୍ଘଟଣା ରେ ଚାଲିଗଲା ପୁଅ, ଜୋଇଁ ଓ ଡ୍ରାଇଭର ଜୀବନ ।

By sreyatarangaFebruary 2, 2025 ଆଜିର ଖବର
Ad 1

ବାଲେଶ୍ଵର (ଶ୍ରେୟ ତରଙ୍ଗ) : ଦୁର୍ଘଟଣାରେ ଚାଲିଗଲା ତିନି ଜଣଙ୍କ ଜୀବନ ।
ବାପାଙ୍କ ମୃତ ଦେହକୁ ଭୁବନେଶ୍ୱର ରୁ ଆମ୍ବୁଲାନ୍ସ ରେ ଧରି ଆସୁଥିବା ବେଳେ, ଅଧା ବାଟରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟି ତିନି ଜଣଙ୍କର ଜୀବନ ଚାଲିଯାଇଛି । l ଗୋଟିଏ ଦିନରେ ଗୋଟିଏ ପରିବାର ର ତିନି ଜଣକୁ ହରାଇବାର ଦୁଃଖରେ ସମ୍ପୂର୍ଣ ପରିବାର ଭାଙ୍ଗି ପଡିଥିବା ବେଳେ, କାନ୍ଦ ବୋବାଳି ରେ ଗାଁ ଦାଣ୍ଡ । ଏଭଳି ଦୁଃଖଦ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ଭୋଗରାଇ ଥାନା ଶ୍ରଧାପୁର ପଞ୍ଚାୟତ ପଲାସିଆ ଗାଁରେ ।

Ad 2


ଭଦ୍ରକ 16 ନଂ ଜାତୀୟ ରାଜପଥର ମଇତାପୁର ନିକଟରେ ଆମ୍ବୁଲାନ୍ସ ଓ ଡମ୍ପର ଧକ୍କାରେରେ ଚାଲିଗଲା 3 ଜୀବନ । ବାଲେଶ୍ଵର ଜିଲ୍ଲା ଭୋଗରାଇ ଥାନା ଅଧୀନସ୍ଥ ଶ୍ରଦ୍ଧାପୁର ପଞ୍ଚାୟତ ପଲାସିଆ ଗାଁର ଦିବାକର ଜେନାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ କଟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଦିବାକରଙ୍କର ମୃତ ହେବା ପରେ ମୃତଦେହ କୁ ଆମ୍ବୁଲାନ୍ସ ଯୋଗେ ଘରକୁ ନେଇ ଆସୁଥିଲେ ପରିବାର ଲୋକେ । ମଇତାପୁର ଛକ ନିକଟରେ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ, ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଡମ୍ପର ଟ୍ରକର ପଛପଟୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରୁ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ମୃତ ଦିବାକରଙ୍କ ପୁଅ ସଞ୍ଜୟ ଜେନା , ଭିଣୋଇ ସୁଧାଂଶୁ ଦଳାଇ , ଓ ଆମ୍ବୁଲାନ୍ସ ଡ୍ରାଇଭର ଦିଲ୍ଲୀପ ସିଂ ଙ୍କର ମୃତ୍ୟୁ ହୋଇଛି । ସ୍ତ୍ରୀ ସାବିତ୍ରୀ ଜେନା ଗୁରୁତ୍ୱର ଭାବେ ମେଡିକାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି l

Related Posts

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025

କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ

November 7, 2025

କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

November 4, 2025

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.