(ଶ୍ରେୟ ତରଙ୍ଗ ବ୍ୟୁରୋ ): ଅନୁଗୁଳ ଜିଲ୍ଲା ହିନ୍ଦୋଳ ଫରେଷ୍ଟ ଅଞ୍ଚଳ ରେ ପେଟ୍ରୋଲିଙ୍ଗ କରୁଥିବା ବେଳେ, ଶିକାରୀ ମାନଙ୍କ ଗୁଳିରେ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନ ଙ୍କ ମୃତ ହୋଇଛି । ଏଥିରେ ଚାରିଜଣ ଦୁବୃର୍ତ୍ତ ଙ୍କୁ ଅଟକ ରଖିଛି ପୋଲିସ୍ ।

ମୃତ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନ ଙ୍କ ପରିବାର କୁ ମୁଖ୍ୟମନ୍ତ୍ରୀ ୩୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏଥିସହ pccf ଘଟଣା ସ୍ଥଳକୁ ଯାଇ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

