Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ରାଷ୍ଟ୍ରପତି ଙ୍କ ଭବନ ରେ ଓଡ଼ିଆ ଫିଲ୍ମ ନବକଳେବର ପ୍ରଦର୍ଶିତ

By sreyatarangaJuly 19, 2025 ମନୋରଞ୍ଜନ
Ad 1

ଶ୍ରେୟ ତରଙ୍ଗ ବ୍ୟୁରୋ , ଓଡ଼ିଆ ଫିଲ୍ମ ନବକଳେବର ରାଷ୍ଟ୍ରପତି ଭବନ ରେ ପ୍ରଦର୍ଶିତ ହୋଇ ଯାଇଛି। ଓଡ଼ିଆ କଳାକାରଙ୍କ ଗହଣରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବସି ଫିଲ୍ମ୍ ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି । ଓଡ଼ିଆ ଚଳଚ୍ଚିତ୍ର ରାଷ୍ଟ୍ରପତି ଭବନ ରେ ପ୍ରଦର୍ଶିତ ହୋଇ ଏକ ଇତିହାସ ରଚନା କରିଛି

Ad 2

ସୁପର ଷ୍ଟାର ସିଦ୍ଧାନ୍ତ ମହାପାତ୍ର, ଶ୍ରୀତମ ଦାସ , କୁନା ତ୍ରିପାଠୀ, ସିର୍ଯ୍ୟମୟୀ, ଜ୍ୟୋତି, ଶିବାନୀ, ଅଂଶୁମାନ, ପିଙ୍କି ପ୍ରଧାନ, କେଦାର ମିଶ୍ର, ଶଙ୍କର, ଦେବୁ ପଟ୍ଟନାୟକ, ପ୍ରିୟଙ୍କା ସାହୁ, ଋଷି ପଟ୍ଟନାୟକ, ଶମ୍ଭୁନାଥ ଖୁଣ୍ଟିଆ ପ୍ରମୁଖ ଅଭିନୟ କରିଛନ୍ତି। ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଶଙ୍କର ତ୍ରିପାଠୀଙ୍କ ଏକ ଚର୍ଚ୍ଚିତ ନାଟକ ଆଧାରରେ ନିର୍ମିତ ଏହି ଚଳଚ୍ଚିତ୍ରରେ ସଙ୍ଗୀତ ଦେଇଛନ୍ତି ମଳୟ ମିଶ୍ର। ଏଥିରେ କଣ୍ଠଦାନ କରିଛନ୍ତି ଇରା ମହାନ୍ତି, ସତ୍ୟଜିତ ପ୍ରଧାନ, ଅନ୍ତରା ଚକ୍ରବର୍ତ୍ତୀ ଓ ସତ୍ୟବ୍ରତ ସାହୁ। ଡ. ନିର୍ମଳ ନାୟକଙ୍କ ରଚିତ’ଜଗତରେ ପାଇଲିନି ଏମିତି ଠାକୁର’ ଗୀତଟି ବେଶ ଭାଇରାଲ ହୋଇଛି। ଗୁରୁତ୍ୱପୂର୍ଣ୍ଣ କଥାଟି ହେଉଛି ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀ ମଧ୍ୟ ଗୀତ ରଚନା କରିବା ସହିତ ଦୁଇଟି ଗୀତରେ ସଙ୍ଗୀତ ଦେଇଛନ୍ତି। ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ବବି ଇସଲାମ ଓ ଜିତୁ ରାଉତ।

Related Posts

ହୋଟେଲ ରୁମ୍ ରେ କାହିଁକି ଘଣ୍ଟା ନଥାଏ ? କିଛି ରୋଚକ ଟିପ୍ସ

May 27, 2025

ରଣପୁର ଅର୍ଜୁନ ମହୋତ୍ସବ ପ୍ରଥମ ସନ୍ଧ୍ୟା ରେ ଦୁଲୁକିଲା ମଞ୍ଚ ।

January 6, 2025

ରିଲିଜ ହୋଇଛି ‘ପୁଷ୍ପା ୨’ ପ୍ରିମିୟର। ଦଳା ଚକଟାରେ ଜଣେ ମହିଳାଙ୍କ ମୃତ୍ୟ

December 5, 2024

ସାବରମତୀ ରିପୋର୍ଟ ଫିଲ୍ମ ଉପରୁ ଟିକସ ଛାଡ଼ କରିଥିବାରୁ ଧନ୍ୟବାଦ ଜଣାଇଲେ ଏକତା କପୁର ।

December 3, 2024

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.