Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ସତସଙ୍ଗ ବିହାର ନୂତନ ଶ୍ରୀ ମନ୍ଦିର ଶୁଭ ଉଦବୋଧନ

By sreyatarangaDecember 9, 2024 ଆଜିର ଖବର
Ad 1

ଦଶପଲ୍ଲା, ସତସଙ୍ଗ ବିହାର ନୂତନ ଶ୍ରୀ ମନ୍ଦିର ଶୁଭ ଉଦବୋଧନ ପୂଜ୍ୟ ଅବିନେନ୍ଦ୍ର ନାଥ ଚକ୍ରବର୍ତ୍ତୀ ଙ୍କ କରକମଳ ରେ ଅନୁଷ୍ଠିତ ହୋଇଯାଇଛି । ଦଶପଲ୍ଲା ତଥା, ନୟାଗଡ଼ ଜିଲ୍ଲା ସହ ପଡୋଶୀ, କଟକ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଅଞ୍ଚଳ ହଜାର ହଜାର ସଂଖ୍ୟା ଗୁରୁଭାଇ ଓ ମା ମାନେ ଦିବ୍ୟ ସତସଙ୍ଗ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ । ଦିବସ ବ୍ୟାପୀ ଭଜନ,କୀର୍ତ୍ତନ, ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଥିଲା ।

Ad 2

ଦଶପଲ୍ଲା ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା, ଏନେସି ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ, ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, ପ୍ରମୁଖ ଯୋଗ ଦେଇଥିଲେ । ସତସଙ୍ଗ ର ସହ ପ୍ରତି ରିତ୍ୱିକ ଶ୍ରୀ ଦାମୋଦର ସାହୁ, ଶ୍ରୀ କ୍ଷେତ୍ରବାସୀ ପ୍ରଧାନ , ଶ୍ରୀ ସୁଶାନ୍ତ କୁମାର ପାତ୍ରଙ୍କ ସହ ଜିଲ୍ଲାର ଅନ୍ୟ ରିତ୍ଵିକ, କର୍ମୀ ବୃନ୍ଦ ଯୋଗଦେଇ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ।

Related Posts

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025

କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ

November 7, 2025

କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

November 4, 2025

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.