Close Menu
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ
Facebook X (Twitter) Instagram
Trending
  • ୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ
  • ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
  • ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି
  • ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।
  • କଳିଙ୍ଗା ଘାଟି ରେ ଶ୍ରୀରାମ ଘରୋଇ ଯାତ୍ରୀବାହି ବସ୍ ଓଲଟି ଜଣେ ମୃତ, ସାତ ରୁ ଅଧିକ ଆହତ
  • କାଞ୍ଚି ଅଭିଯାନ ବେଶରେ ମହାପ୍ରଭୁ ଶ୍ରୀ ନୀଳମାଧବ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।
  • ଇଟିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁନାଇଟେଡ଼ ଇଣ୍ଡିଆ ଇନ୍ସୁରାନ୍ସ କମ୍ପାନୀ ତରଫରୁ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ
  • ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ.
SreyatarangaSreyataranga
  • ସ୍ୱାସ୍ଥ୍ୟ
  • ଅପରାଧ
  • ଆଜିର ଖବର
  • ଆଧ୍ୟାତ୍ମିକ
  • ଦେଶ ବିଦେଶ
  • ମନୋରଞ୍ଜନ

ସାବରମତୀ ରିପୋର୍ଟ ଫିଲ୍ମ ଉପରୁ ଟିକସ ଛାଡ଼ କରିଥିବାରୁ ଧନ୍ୟବାଦ ଜଣାଇଲେ ଏକତା କପୁର ।

By sreyatarangaDecember 3, 2024 ମନୋରଞ୍ଜନ
Ad 1

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା କପୁର । ସାବରମତି ରିପୋର୍ଟ ଫିଲ୍ମ ଦେଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ଫିଲ୍ମ ପ୍ରଯୋଜକ ଏକତା କପୁର । ଏହାସହ ସାବରମତୀ ରିପୋର୍ଟ ଫିଲ୍ମକୁ ରାଜ୍ୟ ସରକାର କରମୁକ୍ତ କରିଥିବାରୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି ଏକତା କପୁର । ସୂଚନା ଅନୁସାରେ ନଭେମ୍ବର ୨୮ରେ ବଲିଉଡ୍ ଫିଲ୍ମ ‘ଦ ସାବରମତୀ ରିପୋର୍ଟ’ଉପରୁ ଆମୋଦ କର ହଟାଇଥିଲେ ରାଜ୍ୟ ସରକାର । ଏନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଥିଲେ ।

Ad 2

ସତ୍ୟ ଘଟଣା ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର “The Sabarmati Report”, ଯାହାକି ୨୭ ଫେବୃଆରୀ ୨୦୦୨ର ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ପର୍ଯ୍ୟବସିତ । ଏହି ମର୍ମନ୍ତୁଦ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଅଛି । ଏହି କ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାବରମତୀ ରିପୋର୍ଟକୁ ଟ୍ୟାକ୍ସ ଫ୍ରି କରିଛନ୍ତି। ଏହା ପୂର୍ବରୁ ମଧ୍ୟପ୍ରଦେଶ, ଛତିଶଗଡ ସରକାର ଫିଲ୍ମକୁ ଟ୍ୟାକ୍ସ ଫ୍ରି କରିଥିଲେ। ଏହି ଫିଲ୍ମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପ୍ରଶଂସା କରିଛନ୍ତି।

Related Posts

ରାଷ୍ଟ୍ରପତି ଙ୍କ ଭବନ ରେ ଓଡ଼ିଆ ଫିଲ୍ମ ନବକଳେବର ପ୍ରଦର୍ଶିତ

July 19, 2025

ହୋଟେଲ ରୁମ୍ ରେ କାହିଁକି ଘଣ୍ଟା ନଥାଏ ? କିଛି ରୋଚକ ଟିପ୍ସ

May 27, 2025

ରଣପୁର ଅର୍ଜୁନ ମହୋତ୍ସବ ପ୍ରଥମ ସନ୍ଧ୍ୟା ରେ ଦୁଲୁକିଲା ମଞ୍ଚ ।

January 6, 2025

ରିଲିଜ ହୋଇଛି ‘ପୁଷ୍ପା ୨’ ପ୍ରିମିୟର। ଦଳା ଚକଟାରେ ଜଣେ ମହିଳାଙ୍କ ମୃତ୍ୟ

December 5, 2024

୯ ଜଣ ଆଇଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ବୁଲି ଦେଖିଲେ

November 14, 2025

ପ୍ରଥମ ଦାଶରଥି ସ୍ମାରକୀ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

November 14, 2025

ନୂଆପଡ଼ା ରେ ବିଜେପି ର ବାଜିମାତ, ତୃତୀୟ ସ୍ଥାନ କୁ ଖସିଲା ବିଜେଡି

November 14, 2025

ବିଜେପି ନେତା ଭଗବାନ ମହାନ୍ତି ଙ୍କୁ ଫୁଲବାଣୀ ରେ ବିପୁଳ ସମ୍ବର୍ଦ୍ଧନା ।

November 13, 2025
Facebook X (Twitter) Instagram Pinterest
  • About Us
  • Contact Us
  • Privacy Policy
© 2025 Sreyataranga.com

Design by: KC DIGITAL

Type above and press Enter to search. Press Esc to cancel.